Parrot Killed: ଶୁଆକୁ ଫାଶୀ ଦେଇ କରୁଥିଲେ ରିଲ୍ସ , ବାନ୍ଧିନେଲା ପୋଲିସ

ମହଙ୍ଗା ପଡ଼ିଲା ଶୁଆକୁ ଫାଶୀ ଦେଇ ରିଲସ କରିବା । ଆଠମଲ୍ଲିକ ନାକଟି ଦେଉଳରୁ ଅଭିଯୁକ୍ତ ଗିରଫ । ବିରି ଖାଇଥିବା କାରଣରୁ ଶୁଆକୁ ଫାଶୀ ଦେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରିଥିଲେ ୨୫ ବର୍ଷୀୟ ଅଭିଯୁକ୍ତ ବାଇଗା ପିତଲି। ପରେ ସୋସିଆଲ ମିଡ଼ିଆରେ ଥିବା ତାଙ୍କ ମୋବାଇଲ ନମ୍ବର ଟ୍ରାକ କରି ଅଭିଯୁକ୍ତକୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ଆଠମଲ୍ଲିକ DFO ସନ୍ତୋଷ ।

Parrot Killed: ଶୁଆକୁ ଫାଶୀ ଦେଇ କରୁଥିଲେ ରିଲ୍ସ , ବାନ୍ଧିନେଲା ପୋଲିସ
Array