PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍: ଜାଣନ୍ତୁ ପୁଣି କେବେ ହେବ
କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି। ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ ହୋଇଥାନ୍ତା। କିନ୍ତୁ ଓପିଏସସି ବିଜ୍ଞପ୍ତି ପ୍ରକାଶ କରି ଅପ୍ସନାଲ୍ ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ କରିବାକୁ ନିର୍ଦ୍ଦେଶ ଦେଇଛି। ବୋର୍ଡ ପକ୍ଷରୁ ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ୍ […] The post PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍: ଜାଣନ୍ତୁ ପୁଣି କେବେ ହେବ appeared first on Dharitri Odia News.
କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ ଥିବା ବେଳେ ଓପିଏସସି ଏହାକୁ ବାତିଲ କରିଛି।
ପଦାର୍ଥ ବିଜ୍ଞାନ, ଗଣିତ, ଓଡ଼ିଆ ପଦବୀ ପାଇଁ ଏହି ପରିଷ ହୋଇଥାନ୍ତା। କିନ୍ତୁ ଓପିଏସସି ବିଜ୍ଞପ୍ତି ପ୍ରକାଶ କରି ଅପ୍ସନାଲ୍ ପେପର-୧ ଓ ପେପର-୨ ପରୀକ୍ଷା ବାତିଲ୍ କରିବାକୁ ନିର୍ଦ୍ଦେଶ ଦେଇଛି। ବୋର୍ଡ ପକ୍ଷରୁ ଅନିବାର୍ଯ୍ୟ କାରଣ ଦର୍ଶାଇ ପରୀକ୍ଷା ବାତିଲ୍ କରାଯାଇଛି।
ତେବେ ଅନ୍ୟ ଅପ୍ସନାଲ ବିଷୟଗୁଡିକର ପରୀକ୍ଷା ଧାର୍ଯ୍ୟ ସୂଚୀ ଅନୁସାରେ ପରୀକ୍ଷା ହେବ। ପରେ ବାତିଲ୍ ପରୀକ୍ଷା ତାରିଖ ନେଇ ବିଜ୍ଞପ୍ତି ବାହାରିବ ବୋଲି ଓପିଏସସି ସମ୍ପାଦକ କହିଛନ୍ତି
The post PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍: ଜାଣନ୍ତୁ ପୁଣି କେବେ ହେବ appeared first on Dharitri Odia News.