PM Modi in Rajasthan: ରାଜସ୍ଥାନରେ ପ୍ରଧାନମନ୍ତ୍ରୀ ମୋଦି, ଅପରେସନ ସିନ୍ଦୂର ପରେ ପ୍ରଥମ ଗସ୍ତ
ରାଜସ୍ଥାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ କରନୀ ମାତା ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି । ଦେଶନୋକ ରେଳ ଷ୍ଟେସନର ଉଦଘାଟନ କରିଛନ୍ତି ପିଏମ । ରାଜ୍ୟକୁ ଅନେକ ପ୍ରକଳ୍ପ ଭେଟି ଦେବେ । ଏହାସହ ପାକିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ନାଲ ଏୟାରବେସରେ ଯବାନଙ୍କୁ ଭେଟି ଆଲୋଚନା କରିବେ ।