PM Narendra Modi: ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ହେବେ ସାମିଲ

ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

PM Narendra Modi: ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ହେବେ ସାମିଲ
Array