PM Visit: ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ, ଏଇଠି ଦେବେ ଉଦବୋଧନ
ବିଜେପି ସରକାରର ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଜୁନ ୨୦ ତାରିଖରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତୀୟ ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।