Police-Local Conflict In Rourkela: ରାଉରକେଲାରେ ପୋଲିସ ଓ ଜନତାଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ

ଆରଏସପି ପକ୍ଷରୁ ରେଲୱେ ଲାଇନ ନିର୍ମାଣ ବେଳେ ସ୍ଥାନୀୟ ଲୋକଙ୍କ ତୀବ୍ର ବିରୋଧ । ନୂଆ ରେଳ ଲାଇନ୍ ନିର୍ମାଣକୁ ବରକାନି ଅଞ୍ଚଳର ଲୋକ ବିରୋଧ ପ୍ରଦର୍ଶନ କରୁଥିଲେ । ଏତିକିବେଳେ ଜେସିବି ଆଗକୁ ଚାଲି ଆସିବାରୁ ଚାପି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକଙ୍କ ନାଁ ଏତୁଆ ଏକା ।

Police-Local Conflict In Rourkela: ରାଉରକେଲାରେ ପୋଲିସ ଓ ଜନତାଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ
Array