Political Parties Gear Up for 2025: ୨୦୨୫ରେ କଣ ରହିବ ପଲିଟିକାଲ ଚାଲେଞ୍ଜ ? କେଉଁ ରଣନୀତି ସହ ଗ୍ରାଉଣ୍ଡକୁ ଯିବେ ଶାସକ-ବିରୋଧୀ ?
ନୂଆ ସରକାରଙ୍କ ଆଗରେ ନୂଆ ବର୍ଷରେ କଣ ରହିବ ଆହ୍ୱାନ ? ବିଜେପି, ମାଳ ମାଳ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି। ଯଦିଓ ସୁଭଦ୍ରା, ଧାନ କ୍ବିଣ୍ଟାଲ ପିଛା ୮୦୦ ଟଙ୍କାର ଇନପୁଟ୍ ସହାୟତା, ଶ୍ରୀମନ୍ଦିର ଚାରି ଦ୍ୱାର ଓ ରତ୍ନଭଣ୍ଡାର ଖୋଲା ଭଳି ଅନେକ ପ୍ରତିଶ୍ରୁତି ପୂରଣ ହୋଇଛି।