Political Violence in Jajpur: ରାଜନୈତିକ ହିଂସାକୁ ନେଇ ସରଗରମ ଯାଜପୁର, ପୂର୍ବତନ ବିଧାୟକଙ୍କ ଗାଡ଼ି ଉପରେ ଆକ୍ରମଣ

ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ହମଲାକୁ ନେଇ ତୀବ୍ର ହୋଇଛି ଆରୋପ ପ୍ରତ୍ୟାରୋପ। ଆଜି ଆରୁହା ଗାଁକୁ ହିଙ୍ଗୁଳା ଯଜ୍ଞରେ ଯୋଗ ଦେବାକୁ ଯାଉଥିବା ବେଳେ ପ୍ରଣବଙ୍କ ଗାଡ଼ି ଉପରେ ହୋଇଛି ଆକ୍ରମଣ।

Political Violence in Jajpur: ରାଜନୈତିକ ହିଂସାକୁ ନେଇ ସରଗରମ ଯାଜପୁର, ପୂର୍ବତନ ବିଧାୟକଙ୍କ ଗାଡ଼ି ଉପରେ ଆକ୍ରମଣ
Array