Prasanna Patnaik: ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା।

Prasanna Patnaik: ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
Array