Prayas Kanti Quits BJD: ବିଜେଡିକୁ ଶକ୍ତ ଝଟକା, ଦଳ ଛାଡିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି
ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ । ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡିରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି ।