Pregnant Woman Shot Dead: ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ମାମଲା, ମହିଳାଙ୍କ ସ୍ୱାମୀ ଅଟକ
ମହିଳା ଜଣକ କବାଟ ଖୋଲିବାରୁ ତାଙ୍କ ବେକରୁ ସୁନା ଚେନ ଓ ମଙ୍ଗଳସୂତ୍ର ଛିଡ଼ାଇ ନେଇଥିଲେ ବୋଲି ଅଭିଯୋଗ ହୋଇଛି । ଏତିକି ବେଳେ ମହିଳା ଜଣକ ପାଟି କରିବାରୁ ତାଙ୍କୁ ଗୁଳି କରି ଦୁର୍ବୃତ୍ତ ଫେରାର ହୋଇଥିବା ଅଭିଯୋଗ ରହିଛି ।