Pregnant Woman Shot Dead: ଲୁଟ୍ କରିବା ପରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା!

୨ ଜଣ ଦୁର୍ବୃତ୍ତ ଏହି ଗୁଳିକାଣ୍ଡ କରିଥିବା ପରିବାର ଲୋକେ ଦେଖିଛନ୍ତି । ତେବେ ଏହି ଘଟଣାରେ କେତେଜଣ ସଂପୃକ୍ତ ଅଛନ୍ତି ତାହା ସ୍ପଷ୍ଟ ହୋଇନାହିଁ ।

Pregnant Woman Shot Dead: ଲୁଟ୍ କରିବା ପରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା!
Array