President Droupadi Murmu: କାଲି ଆସିବେ ରାଷ୍ଟ୍ରପତି; କଣ୍ଟିଲୋ ନୀଳମାଧବଙ୍କୁ କରିବେ ଦର୍ଶନ
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ନୟାଗଡ଼ ଜିଲ୍ଲାର କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କରିବେ। ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଥିବା ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ।