President Visits Kantilo : ନୀଳମାଧବଙ୍କ ଦର୍ଶନ କଲେ ମହାମହିମ, ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ଉପସ୍ଥିତ
କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସହ ରାଜ୍ୟପାଳ ହରିବାବୁ କୁମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବି ନୀଳମାଧବ ମନ୍ଦିରରେ ପହଞ୍ଚି ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ଦିବ୍ୟ ଦର୍ଶନ ପାଇଁ ସେବାୟତଙ୍କ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।