Prime Minister Modi on Terrorism: ‘ଏଣିକି ସର୍ବଦା ଘରେ ପଶି ମାରିବୁ, ବଞ୍ଚିବାକୁ ଦେବୁନି’

ଶତ୍ରୁଙ୍କ ଉପରେ ଭାରତ ମାତାର ଜୟ ହୋଇଛି । ଆପଣମାନେ ଇତିହାସ ରଚିଛନ୍ତି, ଆପଣଙ୍କ ଦର୍ଶନ ପାଇଁ ଆସିଛି । ଆପଣମାନଙ୍କ ପ୍ରଦର୍ଶନ ନୂଆ ପିଢ଼ି ପାଇଁ ଆଦର୍ଶ ବନିଛି । ସମସ୍ତ ୩ ବାହିନୀଙ୍କୁ ମୁଁ ସାଲୁଟ କରୁଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।

Prime Minister Modi on Terrorism: ‘ଏଣିକି ସର୍ବଦା ଘରେ ପଶି ମାରିବୁ, ବଞ୍ଚିବାକୁ ଦେବୁନି’
Array