Prime Minister Narendra Modi's Odisha Visit: ଜୁନ୍ରେ ଓଡ଼ିଶା ଆସିବେ ମୋଦି ! ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ହୋଇପାରନ୍ତି ସାମିଲ
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବର୍ଷ ପୂର୍ତ୍ତିକୁ ଉତ୍ସବ ବଦଳରେ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ଜୁନ ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ ।