Priyanka Chopra In Odisha: ତାରକାଙ୍କ ଭିଡ଼ରେ ଝଟକୁଛି ତଳମାଳି, ସୁଟିଂ ସେଟକୁ ଆସିଲେ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା
କୋରାପୁଟ ଜିଲ୍ଲା ସେମିଳିଗୁଡ଼ାର ଏକ ହୋଟେଲରେ ରାତ୍ରରହଣୀ ପରେ, ଆଜି ତଳମାଳିର ସୁଟିଂ ସେଟକୁ ବାହାରିଥିଲେ ବଲିଉଡ୍ ବିୟୁଟି ପ୍ରିୟଙ୍କା। ଇଏ ସେଇ ସମୟର ଦୃଶ୍ୟ। ପିସିଙ୍କ ଗୋଟିଏ ଝଲକ ପାଇବା ପାଇଁ ହୋଟେଲ ନିକଟରେ ଜମିଥିଲା ଫ୍ୟାନଙ୍କ ଭିଡ଼।