Puffed Rice: ମୋଟା ଲୋକ, ବ୍ଲଡପ୍ରେସର୍ ଥିବା ବ୍ୟକ୍ତି, ଓଜନ କମେଇବାକୁ ଚାହୁଁଥିବା ଲୋକ ମୁଢ଼ି ଖାଇବା ଉଚିତ କି?
ରାତି ପାହିଲେ ଓଡ଼ିଆ ଘରେ ଏହା ସବୁଠାରୁ ଲୋକପ୍ରିୟ ଜଳଖିଆ। ବାହାରକୁ ଗଲେ ବାଟରେ ଘାଟରେ ଖାଇବାକୁ ଘରଲୋକେ ପୁଟୁଳିରେ ଏଥିରୁ ଗଣ୍ଡେ ରଖିଦିଅନ୍ତି। ଓଡ଼ିଆ ପର୍ବ ପର୍ବାଣୀରେ ଏଥିରେ ତିଆରି ମୁଆଁ ଦିଅଁଙ୍କ ପାଖରେ ଲାଗି ହୋଇଥାଏ। ଜାଣନ୍ତୁ ଓଡ଼ିଶାର ଲୋକପ୍ରିୟ ଖାଦ୍ୟ ମୁଢ଼ିର ସଂପୂର୍ଣ୍ଣ ଇତିହାସ।