Puri Jagannath Temple Ritual: ଶ୍ରୀମନ୍ଦିର ଭିତରେ ରକ୍ତ ଛିଟା; ମହାପ୍ରଭୁଙ୍କ ହେଲା ବଡ଼ ମହାସ୍ନାନ
ଆଜି ମହାପ୍ରଭୁଙ୍କୁ ପଇତା ଲାଗି ନୀତି ହୋଇଥାନ୍ତା। ଏଥିପାଇଁ ସର୍ବ ସାଧାରଣ ଦର୍ଶନ ସନ୍ଧ୍ୟା ୫ଟାରୁ ରାତି ୧୦ ଟାଯାଏଁ ସାଧାରଣ ଦର୍ଶନ ବନ୍ଦ ରହିଥାନ୍ତା। ହେଲେ ମହାସ୍ନାନ ପାଇଁ ନୀତି ବିଳମ୍ବ ହେବା ଯୋଗୁ ସନ୍ଧ୍ୟା ୬ଟାରୁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାଯାଇଛି।