Puri Mathas Rehabilitation: ପରିକ୍ରମା ପ୍ରକଳ୍ପରେ ଭଙ୍ଗା ଯାଇଥିବା ମଠ ମନ୍ଦିରର ହେବ ପୁନର୍ବାସ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ପୁରୀରେ ଭଙ୍ଗା ଯାଇଥିବା ସବୁ ମଠ ମନ୍ଦିରର ହେବ ପୁନର୍ବାସ । ୧୯ଟି ମଠକୁ ପୁନର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।