Puri Srimandir: ଶ୍ରୀମନ୍ଦିର ଉତ୍ତରଦ୍ୱାର ବାହାରେ ଖୋଲିବ ଅନ୍ନକ୍ଷେତ୍ର!

ଆଜି ସକାଳେ ପ୍ରଥମେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଶ୍ରୀଗୁଣ୍ଡିଚା ମନ୍ଦିର, ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ଓ ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ ସେଣ୍ଟର ବୁଲି ଦେଖିଥିଲେ ଗଜପତି ମହାରାଜ ।

Puri Srimandir: ଶ୍ରୀମନ୍ଦିର ଉତ୍ତରଦ୍ୱାର ବାହାରେ ଖୋଲିବ ଅନ୍ନକ୍ଷେତ୍ର!
Array