Puri Srimandir: ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀ ପାଇଁ ହେବନାହିଁ ସିଧା ନିଯୁକ୍ତି
ସ୍ପେଶାଲ ସିକ୍ୟୁରିଟି ବାଟାଲିୟନ, ସିଭିଲ ପୋଲିସଙ୍କୁ ବି ଦାୟିତ୍ୱ ଦିଆଯିବ । ଏମାନଙ୍କ କାର୍ଯ୍ୟକାଳ କେତେ ରହିବ ତାହା ପୋଲିସ ଡିଜି ନିର୍ଦ୍ଧାରଣ କରିବେ ବୋଲି ଜଣାପଡ଼ିଛି । ପ୍ରଥମେ ଡେପୁଟେସନରେ ଆସିଥିବା ପୋଲିସ କର୍ମୀଙ୍କ କାର୍ଯ୍ୟ ସମୟ ୩ ବର୍ଷ ରହିବ ।