Pushpa 2 Stampede: ପୁଷ୍ପା-୨ ଖୁସିରେ ଲାଗିଲା ଗ୍ରହଣ ! ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ରୁଜୁ ହେଲା ମାମଲା
ପୁଷ୍ପା ନାଁରେ ରୁଜୁ ହୋଇଛି ମାମଲା। ରିଲ୍ ନୁହେଁ ରିୟଲ୍ ରେ ପୁଷ୍ପରାଜ୍ ଅର୍ଥାତ ଅଲ୍ଲୁ ଅର୍ଜୁନଙ୍କ ନାଁରେ ରୁଜୁ ହୋଇଛି କେସ୍। ଥିଏଟରରେ ସ୍କ୍ରିନିଂ ସମୟରେ ଯଦି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି ତେବେ ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ କାହିଁକି ମାମଲା ରୁଜୁ ହୋଇଛି ବୋଲି ମଧ୍ୟ ପ୍ରଶ୍ନ ହେଉଛି।