Pushpa 2 Stampede: ପୁଷ୍ପା-୨ ପ୍ରିମିୟର୍ ଶୋ’ରେ ଦଳାଚକଟା, ଚାଲିଗଲା ମହିଳାଙ୍କ ଜୀବନ

ଦଳାଚକଟାରେ ଜଣେ ୩୯ ବର୍ଷ ବୟସ୍କ ମହିଳାଙ୍କ ମୃତ୍ୟୁ ହେବା ସହ ଏକାଧିକ ଲୋକ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମରେ ପ୍ରସାରିତ ହୋଇଛି ।

Pushpa 2 Stampede: ପୁଷ୍ପା-୨ ପ୍ରିମିୟର୍ ଶୋ’ରେ ଦଳାଚକଟା, ଚାଲିଗଲା ମହିଳାଙ୍କ ଜୀବନ
Array