Rain Alert: ସାରା ରାଜ୍ୟରେ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
୩ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।