Rain Expected Again in Odisha: ପୁଣି କାଚିବ ବର୍ଷା ! ୨୪ ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା
ପାଣିପାଗ ବିଭାଗ କହିଛି, ପୂର୍ବରୁ ଦକ୍ଷିଣ, ପଶ୍ଚିମରୁ ଆଭ୍ୟନ୍ତରୀଣ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତର ପ୍ରଭାବରେ ଆସନ୍ତାକାଲି ଯାଏଁ ବର୍ଷା ହେବ । ଏହା କ୍ରମେ ଦୁର୍ବଳ ହେବା ପରେ ବଦଳିବ ପାଣିପାଗର ମିଜାଜ ।