Rain Forecast In Odisha: ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ୱସ୍ତି, ଆଜିଠୁ ୫ ଦିନ ଯାଏ ବର୍ଷା !

ଆଜିଠାରୁ ଆସନ୍ତା ୧ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । ଆଜି ମୟୂରଭଞ୍ଜ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Rain Forecast In Odisha: ପ୍ରଚଣ୍ଡ ତାତିରୁ ମିଳିବ ଆଶ୍ୱସ୍ତି, ଆଜିଠୁ ୫ ଦିନ ଯାଏ ବର୍ଷା !
Array