Rainfall Alert In Odisha: ରାଜ୍ୟରେ ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଗାମୀ ୩ ଘଣ୍ଟା ପାଇଁ ଟ୍ବିନ୍ ସିଟି ସହ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ ପୁରୀ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି ।

Rainfall Alert In Odisha: ରାଜ୍ୟରେ ଆହୁରି ୨୪ ଘଣ୍ଟା ଲାଗି ରହିବ ବର୍ଷା, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
Array