Raja Chakra aide arrested: ରାଜା ଚକ୍ରର ଘନିଷ୍ଠ ସହଯୋଗୀକୁ ଗିରଫ କଲା କ୍ରାଇମବ୍ରାଞ୍ଚ
ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ପ୍ରଥମେ ରାଜା ଚକ୍ରକୁ ଗିରଫ କରିବା ପରେ ଗୁରୁବାର କ୍ରାଇମବ୍ରାଞ୍ଚ ରାଜାର ଘନିଷ୍ଠ ସହଯୋଗୀ ସୁଶାନ୍ତ ସାମଲକୁ ଗିରଫ କରାଯାଇଛି। ବେଆଇନ ସମ୍ପତ୍ତି ଲୁଚାଇ ରଖିଥିବା ଅଭିଯୋଗରେ ସୁଶାନ୍ତକୁ ଗିରଫ କରାଯାଇଛି। ଅର୍ଥନୈତିକ ହେରଫେରରେ ସମ୍ପୃକ୍ତି ନେଇ କ୍ରାଇମବ୍ରାଞ୍ଚ EOW ଗିରଫ କରିଛି।