Raja Chakra Arrested: 'ଚକ୍ର' ଦୁର୍ନୀତିର ଚକ୍ରବ୍ୟୁହ ଭାଙ୍ଗିଲା, ୮ ଦିନ ପରେ ଗିରଫ କଲା କ୍ରାଇମବ୍ରାଞ୍ଚ

ବର୍ଷ କେଇଟା ଭିତରେ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ଜରିଆରେ ହକରରୁ ଶ୍ରମିକ ଓ ସାଧାରଣ ମଣିଷଙ୍କ ହକ୍ ହଡ଼ପ କରି ଟଙ୍କାର ପାହାଡ଼ ଠିଆ କରିଥିବା ବିଜେଡି ନେତା ସୌମ୍ୟଶଙ୍କର ଓରଫ ରାଜା ଚକ୍ରଙ୍କୁ ଗିରଫ ପରେ ସୋସାଇଟି ଆଳରେ ସେ କେମିତି କରୁଥିଲେ କୋଟି କୋଟିର ଖେଳ ତାର ପର୍ଦ୍ଦାଫାସ୍ କରିଛି କ୍ରାଇମବ୍ରାଞ୍ଚ୍।

Raja Chakra Arrested: 'ଚକ୍ର' ଦୁର୍ନୀତିର ଚକ୍ରବ୍ୟୁହ ଭାଙ୍ଗିଲା, ୮ ଦିନ ପରେ ଗିରଫ କଲା କ୍ରାଇମବ୍ରାଞ୍ଚ
Array