Raja Chakra Arrested: ବିଜେଡି ନେତା ରାଜା ଚକ୍ର ଗିରଫ

ବିଜେଡି ଛତ୍ରଛାୟାରେ କଳା ସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲା ରାଜା। ହାଇକୋର୍ଟ ଏହି ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ।

Raja Chakra Arrested: ବିଜେଡି ନେତା ରାଜା ଚକ୍ର ଗିରଫ
Array