Raja Chakra: ଘାଣ୍ଟୁଛି EOW, ମମତା କହିଲେ- ପାଣ୍ଡିଆନ, ବବି ବଳରେ ରାଜା ଚକ୍ର ବଳୀୟାନ
ବବି ଦାସ ଓ ପାଣ୍ଡିଆନଙ୍କ ଯୋଗୁଁ ରାଜା ଚକ୍ର ହୋଇଥିଲେ ପାୱାରଫୁଲ୍ । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ ଅପରେଟିଭ ସୋସାଇଟି କେଳେଙ୍କାରୀ ମାମଲା ତନାଘନା ମଧ୍ୟରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଲେ ସାଂସଦ ମମତା ମହାନ୍ତ । ପଢନ୍ତୁ ପୂରା ଖବର