Ramakanta Rath Death: ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ
ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବାସଭବନରେ ପହଞ୍ଚି ଅନ୍ତିମ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ଆଜି ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ୱର୍ଗଦ୍ୱାରରେ ରମାକାନ୍ତ ରଥଙ୍କ ଶେଷକୃତ୍ୟ ହେବ ।