Ramakanta Rath Passes Away: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ରମାକାନ୍ତ ରଥ ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ । ଏହାପରେ ସେ ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଇଂରାଜୀରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ।

Ramakanta Rath Passes Away: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ
Array