Rashmika Mandana: ମେହେନ୍ଦୀ ରଙ୍ଗର ଶାଢିକୁ ମୋତି ଗଳାହାର, ଆକର୍ଷଣୀୟ ଲୁକ୍ରେ ରଶ୍ମିକା ମନ୍ଦାନା
ଯେତେବେଳେ ବି ଅଭିନେତ୍ରୀ ରଶ୍ମିକା ମନ୍ଦାନା ତାଙ୍କ ଫଟୋ ଇନ୍ଷ୍ଟାଗ୍ରାମ୍ରେ ପୋଷ୍ଟ କରନ୍ତି, ପ୍ରଶଂସକମାନେ ତାଙ୍କୁ ପ୍ରଶଂସା କରିବାରେ କଦାପି ହେଳା କରନ୍ତି ନାହିଁ। ତାଙ୍କର ସବୁ ଫଟୋ ତାଙ୍କ ପ୍ରଶଂସକଙ୍କୁ ବେଶ ଆକର୍ଷିତ କରେ। ବର୍ତ୍ତମାନ ସେମିତି କିଛି ଦେଖିବାକୁ ମିଳିଛି।