Rath Yatra 2025: ସୁସ୍ଥ ହେଲେ ମହାପ୍ରଭୁ, ସୁସମ୍ବାଦ ନେଇ ରାଜନଅର ଗଲେ ସେବାୟତ
ଦଶମୂଳ ମୋଦକ ସେବନ ପରେ ଚତୁର୍ଦ୍ଧାମୂର୍ତ୍ତି ଏବେ ସଂପୂର୍ଣ୍ଣ ସୁସ୍ଥ । ଗଜପତି ମହାରାଜାଙ୍କୁ ଦିଆଗଲା ମହାପ୍ରଭୁଙ୍କ ସୁସ୍ଥତା ଖବର । ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ଗାଧୋଇବା ପରେ ଜ୍ୱରରେ ପୀଡିତ ହୋଇ ଅଣସରରେ ଅଛନ୍ତି ମହାପ୍ରଭୁ ।