Rath Yatra: ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ପୁରୀରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ରଥଯାତ୍ରା ପାଇଁ କିପରି ହୋଇଛି ପ୍ରସ୍ତୁତି? କେଉଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି? ଆଜି ଏସବୁର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ପୁରୀ ପୌର ସଦନଠାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି ।

Rath Yatra: ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ପୁରୀରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା
Array