Ratha Yatra 2025: ଆରମ୍ଭ ହେଲା ମହାପ୍ରଭୁଙ୍କ ପହଣ୍ଡି, ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

ଶେଷରେ ଜଗତର ନାଥ ଜଗନ୍ନାଥ ଝୁଲି ଝୁଲି ଧାଡ଼ି ପହଣ୍ଡିରେ ଆସିଥିଲେ । ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ଅପୂର୍ବ ଉତ୍କଣ୍ଠା ସୃଷ୍ଟି ହୋଇଛି ।

Ratha Yatra 2025: ଆରମ୍ଭ ହେଲା ମହାପ୍ରଭୁଙ୍କ ପହଣ୍ଡି, ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ
Array