Ratha Yatra 2025: ରଥଯାତ୍ରା ପାଇଁ ସୁରକ୍ଷା ବଳୟରେ ପୁରୀ, ସହର ସାରା ପଇଁତରା ମାରୁଛି ଡ୍ରୋନ୍‌

ବିଶ୍ବପ୍ରସିଦ୍ଧ ରଥଯାତ୍ରା କେମିତି ହେବ ଭକ୍ତଙ୍କ ପାଇଁ ସୁଗମ । ସେଥିପାଇଁ ଜୀ-ଜାନ୍ ଲଗାଇଛନ୍ତି ସରକାର । ଟ୍ରାଫିକ ପରିଚାଳନାରୁ ପାର୍କିଂ, ସ୍ବାସ୍ଥ୍ୟସେବାରୁ ସିକ୍ୟୁରିଟି ଯାଏଁ ସବୁ କ୍ଷେତ୍ରରେ ହୋଇଛି ନୂଆ ବ୍ୟବସ୍ଥା ।

Ratha Yatra 2025: ରଥଯାତ୍ରା ପାଇଁ ସୁରକ୍ଷା ବଳୟରେ ପୁରୀ, ସହର ସାରା ପଇଁତରା ମାରୁଛି ଡ୍ରୋନ୍‌
Array