Ration Card News: ୫ ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ; ଜାଣନ୍ତୁ କେମିତି କରିବେ ଆବେଦନ...

୫ ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ । ଯେଉଁମାନେ ପାଇନାହାନ୍ତି ଆବେଦନ କରନ୍ତୁ, ପୋର୍ଟାଲ ଖୋଲା ଅଛି । ଅନେକ ବାଦ୍ ପଡ଼ିଛନ୍ତି, ଆହୁରି ବାଦ୍ ପଡ଼ିବେ । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । 

Ration Card News: ୫ ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ; ଜାଣନ୍ତୁ କେମିତି କରିବେ ଆବେଦନ...
Array