Ratna Bhandar: କାଲିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଫୋକସ୍
ଅନ୍ତ ହେବାକୁ ଯାଉଛି ଆଉ ଏକ ବଡ଼ ପ୍ରତୀକ୍ଷା । ୫ ଦଶନ୍ଧି ପରେ ରତ୍ନଭଣ୍ଡାର ଖୋଲିଲା । ଆଉ ଏହାର ୫ ମାସ ପରେ ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଦୀର୍ଘଦିନର ଚିନ୍ତା, ଉଦବେଗକୁ ଆଶ୍ବସ୍ତ କରି କାଲିଠୁ ଆରମ୍ଭ ହେଉଛି ଭଣ୍ଡାର ଘର ମରାମତି ।