Ratnabhandar Repair Work: ରାତି ପାହିଲେ ରତ୍ନଭଣ୍ଡାର ମରାମତି କାମ, ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ
ରତ୍ନଭଣ୍ଡାର ମରାମତି ସମୟରେ ଏ ଏସ୍ ଆଇ ପକ୍ଷରୁ କାମ କରୁଥିବା ଶ୍ରମିକ ଓ ଅଧିକାରୀଙ୍କୁ ପରିଚୟ ପତ୍ର ଦିଆଯିବ । ସେମାନେ ପରିଚୟ ପତ୍ର ଦେଖାଇ ଭିତରକୁ ପ୍ରବେଶ କରି କାମ କରିବେ। ନୀତିକାନ୍ତି ଯେପରି ପ୍ରଭାବିତ ହେବନାହିଁ ଓ ଦର୍ଶନ ଶୃଙ୍ଖଳିତ ହେବ, ତା ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ ।