RCB Won: ବିଜୟରୁ ଅଭିଯାନ ଆରମ୍ଭ କଲା କୋହଲିଙ୍କ ଆରସିବି
ଡିଫେଣ୍ଡିଂ ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସକୁ ୭ ୱିକେଟରେ ପରାସ୍ତ କରି ବିଜୟୀ ହୋଇଛି ଆରସିବି। ପ୍ରଥମେ ବ୍ୟାଟିଂ କରିଥିବା କୋଲକାତା ୨୦ ଓଭରରେ ୮ ୱିକେଟ ବିନିମୟରେ ୧୭୪ ରନ କରିଥିଲା। ଜବାବରେ ବିରାଟ କୋହଲି ଓ ଫିଲ ସଲ୍ଟଙ୍କ ଅର୍ଦ୍ଧଶତକ ବଳରେ ଆରସିବି ୧୬.୨ ଓଭରେ ୩ ୱିକେଟ ହରାଇ ୧୭୭ ରନ କରି ମ୍ୟାଚକୁ ଜିତି ନେଇଥିଲା।