Reason Behind BJD Defeat: ବିଜେଡି ପରାଜୟ ପଛରେ ଦୋଷ କାହାର...ଖେଳାଳୀର ନା ଗୋଟିର ?

ଦ୍ୱିତୀୟ ପିଢିର ନେତାମାନେ ବେଶ୍ ପରିଶ୍ରମୀ । ସେମାନେ ଝାଳନାଳ ହୋଇ ଦଳ ପାଇଁ ଖଟିଲେ । ନିବାର୍ଚନ ପରିଚାଳନାରେ ଏମାନେ ନିଜର ପାରଦର୍ଶିତା ବେଶ୍ ପ୍ରଭାବୀ ଭାବେ ପ୍ରଦର୍ଶନ କରି ୨୦୦୪, ୨୦୦୯ ଓ ୨୦୧୪ରେ ଦଳକୁ ବିପୁଳ ସଫଳତା ଆଣିଦେଲେ । ଏହାପରେ ରାଜନୀତିରେ ବେଶ୍ ପରିପକ୍ୱ ନବୀନ ଦ୍ୱିତୀୟ ପିଢ଼ିର ଉତ୍‌ଥାନ ଉପରେ ଅତ୍ୟନ୍ତ କୁଶଳୀ ଭାବେ ବ୍ରେକ୍ ଲଗାଇଥିଲେ ।

Reason Behind BJD Defeat: ବିଜେଡି ପରାଜୟ ପଛରେ ଦୋଷ କାହାର...ଖେଳାଳୀର ନା ଗୋଟିର ?
Array