Red alert for Odisha: ଆଜି ଏହି ସବୁ ଜିଲ୍ଲାରେ ହେବ ଝଡ଼ ଝଡ଼ତୋଫାନ; ୟେଲୋ ୱାର୍ଣ୍ଣିଂ ଜାରି

୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

Red alert for Odisha:  ଆଜି ଏହି ସବୁ ଜିଲ୍ଲାରେ ହେବ ଝଡ଼ ଝଡ଼ତୋଫାନ; ୟେଲୋ ୱାର୍ଣ୍ଣିଂ ଜାରି
Array