Repair Work of Puri Ratna Bhandar: ରତ୍ନଭଣ୍ଡାରକୁ ପ୍ରବେଶ କଲା ASI, ପ୍ରଥମ ଦିନରେ ସରିଲା ଭାରାବନ୍ଧା

ପୁରୀ ଟ୍ରେଜେରିରୁ ଚାବି ଆସିଲା .. ଭାରା ବନ୍ଧା ହେଲା । ଆଗେ ଛଡ଼ାଯିବ ଚୂନ ପ୍ଲାଷ୍ଟର । ତାପରେ ଆରମ୍ଭ ହେବ ମରାମତି ।

Array