Richest And Poorest Chief Ministers: ଦେଶର ସବୁଠୁ ଧନୀ ଓ ଗରିବ ମୁଖ୍ୟମନ୍ତ୍ରୀ କିଏ ? ADR ରିପୋର୍ଟରେ ଖୁଲାସା
ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ ଡିସେମ୍ବର ୩୦ରେ ଏହି ରିପୋର୍ଟ ପ୍ରକାଶ କରିଛି। ଏଥିରେ ଦେଶର ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତିର ବିବରଣୀ ପ୍ରକାଶ ପାଇଛି। ଦେଶର ଦୁଇ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଆରବପତି। ମୁଖ୍ୟମନ୍ତ୍ରୀଙ୍କ ହାରାହାରି ସମ୍ପତ୍ତି ହେଉଛି ୫୨.୫୯କୋଟି ଟଙ୍କା।