Road Accident: ଏମିତି ଆସେ ମୃତ୍ୟୁ; ଝିଅ ଘର ସାମ୍ନାରେ ଚାଲିଗଲା ବାପାମା’, ଭାଇର ଜୀବନ

ଆଜି ସକାଳେ ବାପାମା’ ଓ ପୁଅ ଏକ ବାଇକ୍‌ରେ ଝିଅ ଘରକୁ ବାହାରି ଥିଲେ। ଝିଅ ଘରେ ପହଞ୍ଚିଲେ ସମସ୍ତେ ହୋଲି ଖେଳିବେ। ଏଥିପାଇଁ ସମସ୍ତେ ଖୁସିରେ ଥିଲେ। ହେଲେ ସେମାନଙ୍କ ଖୁସି ବେଶୀ ସମୟ ରହିନଥିଲା। ଯେପରି ସେହି ଖୁସିରେ କାହାର ନଜର ଲାଗି ଯାଇଥିଲା।

Road Accident: ଏମିତି ଆସେ ମୃତ୍ୟୁ; ଝିଅ ଘର ସାମ୍ନାରେ ଚାଲିଗଲା ବାପାମା’, ଭାଇର ଜୀବନ
Array