Road accident: ବାଇକ ଆରୋହୀଙ୍କ ଉପରେ ଚଢିଗଲା ଟ୍ରକ

ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ବର ସିଆରପି ଛକସ୍ଥିତ ୧୬ ନମ୍ବର ଜାତୀୟ ରାଜପଥ ଓଭର ବ୍ରିଜରେ ବରମୁଣ୍ଡାରୁ ବାଣୀବିହାର ଅଭିମୁଖେ ଯାଉଥିବା ଜଣେ ବାଇ ଆରୋହୀଙ୍କୁ ପଛପଟୁ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ତାଙ୍କର ମୃତ୍ୟୁ ଘଟିଛି ।

Road accident: ବାଇକ ଆରୋହୀଙ୍କ ଉପରେ ଚଢିଗଲା ଟ୍ରକ
Array