Road Accident: ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍‌

ଆଜି ସକାଳେ ଯୋଗାଣ ମନ୍ତ୍ରୀ କୌଣସି କାମରେ ସରକାରୀ ଗାଡ଼ିରେ ଯାଉଥିଲେ। ଏହି ସମୟରେ ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ମନ୍ତ୍ରୀଙ୍କ ଗାଡ଼ି ସହ କାର୍‌ର ଧକ୍କା ହୋଇଥିଲା । ଦୁର୍ଘଟଣାରେ ମନ୍ତ୍ରୀ ଓ ତାଙ୍କ ଡ୍ରାଇଭରଙ୍କ କିଛି କ୍ଷତି ହୋଇନାହିଁ। ଦୁର୍ଘଟଣାରେ ମନ୍ତ୍ରୀଙ୍କ ଗାଡ଼ିର ସମ୍ମୁଖ ଅଂଶଟି ଭାଙ୍ଗିଯାଇଛି।

Road Accident: ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍‌
Array